• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2023: କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ, ଯାତ୍ରା କଲା ବେଳେ ସତର୍କ ରୁହନ୍ତୁ...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ, ଶୁକ୍ରବାର। ଚନ୍ଦ୍ର – ବିଛା ଦିବା ୦୩.୩୩ ଗତେ ଧନୁ ତିଥି- ୭ମୀ  ଦିବା ୦୧.୩୫ ଗତେ ୮ମୀ ଘାତ ଚନ୍ଦ୍ର - ଦିବା ୦୩.୩୩ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୧.୩୫ ପର୍ଯ୍ୟନ୍ତ 

Taurus

ବୃଷ

Friday 22 Sep 2023

କୃତିକା- ସ୍ୱାସ୍ଥ୍ୟ ଭଲ ରହିବ । ଦାମ୍ପତ୍ୟ  ଜୀବନ ପ୍ରେମପୂର୍ବକ  ବିତିବ। ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ ।    
ରୋହିଣୀ- ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ବିବାଦୀୟ ଘଟଣାରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ଚାକିରିରେ ସାମାନ୍ୟ ଅବହେଳା କରିବେ ।
ମୃଗଶିରା- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ମହିଳାମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ ।

ପ୍ରତିକାର – କୌଣସି  ମନ୍ଦିରରେ କିଛି ଦାନ କରନ୍ତୁ       

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :