• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2023: କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ, ଯାତ୍ରା କଲା ବେଳେ ସତର୍କ ରୁହନ୍ତୁ...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ, ଶୁକ୍ରବାର। ଚନ୍ଦ୍ର – ବିଛା ଦିବା ୦୩.୩୩ ଗତେ ଧନୁ ତିଥି- ୭ମୀ  ଦିବା ୦୧.୩୫ ଗତେ ୮ମୀ ଘାତ ଚନ୍ଦ୍ର - ଦିବା ୦୩.୩୩ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୧.୩୫ ପର୍ଯ୍ୟନ୍ତ 

Aquarius

କୁମ୍ଭ

Friday 22 Sep 2023

ଧନିଷ୍ଠା-  ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ ।  ଆବଶ୍ୟକତାରୁ ଅଧିକ କହିବା ଅହିତକର ହୋଇପାରେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । 
ଶତଭିଷା- ଅଫିସିଆଲି ଟେନ୍‌ସନ୍‌ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ  କରିବେ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । 
ପୂ,  ଭାଦ୍ରପଦ- ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ କିନ୍ତୁ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ । ପ୍ରଶାସନିକ ସ୍ତରରେ କିମ୍ବା ପ୍ରକାଶନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖା ଦେଇପାରେ।

ପ୍ରତିକାର –ନୀଳ, ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :