• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2023: କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ, ଯାତ୍ରା କଲା ବେଳେ ସତର୍କ ରୁହନ୍ତୁ...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ, ଶୁକ୍ରବାର। ଚନ୍ଦ୍ର – ବିଛା ଦିବା ୦୩.୩୩ ଗତେ ଧନୁ ତିଥି- ୭ମୀ  ଦିବା ୦୧.୩୫ ଗତେ ୮ମୀ ଘାତ ଚନ୍ଦ୍ର - ଦିବା ୦୩.୩୩ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୧.୩୫ ପର୍ଯ୍ୟନ୍ତ 

Pisces

ମୀନ

Friday 22 Sep 2023

ପୂ, ଭାଦ୍ରପଦ- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ ।  କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ଉପରେ ଆଧାର କରି  ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ହୋଇପାରେ 
ଉ, ଭାଦ୍ରପଦ- ରାଜନୀତିରେ ନିଷ୍ପତ୍ତି ନେବାରେ ଦ୍ୱନ୍ଦର ସମ୍ମୁଖିନ ହେବାକୁ ପଡିପାରେ । କୃଷି ସମ୍ବନ୍ଧୀୟ କାର୍ଯ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି
ରେବତୀ- ନିଜ ମାଲିକାନାରେ ଥିବା ସମ୍ପତ୍ତିକୁ ହସ୍ତାନ୍ତର କରିପାରନ୍ତି । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ନିଜ ମନରେ ନାକାରତ୍ମକ ଚିନ୍ତାକୁ ଆସିବାକୁ ଦିଅନ୍ତୁ ନାହିଁ

ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :