• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2023: କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ, ଯାତ୍ରା କଲା ବେଳେ ସତର୍କ ରୁହନ୍ତୁ...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ, ଶୁକ୍ରବାର। ଚନ୍ଦ୍ର – ବିଛା ଦିବା ୦୩.୩୩ ଗତେ ଧନୁ ତିଥି- ୭ମୀ  ଦିବା ୦୧.୩୫ ଗତେ ୮ମୀ ଘାତ ଚନ୍ଦ୍ର - ଦିବା ୦୩.୩୩ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୧.୩୫ ପର୍ଯ୍ୟନ୍ତ 

Cancer

କର୍କଟ

Friday 22 Sep 2023

ପୁନର୍ବସୁ- କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ ।
ପୁଷ୍ୟା- ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ । ସଭାସମିତିରେ କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ । ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ ।  
ଅଶ୍ଳେଷା- ଋଣଗ୍ରସ୍ତ  ହୋଇ ନୂତନ ଗୃହ ନିର୍ମାଣ କରି ପାରନ୍ତି । ମହିଳାମାନେ କୈାଣସି କାରଣରୁ ଦୁଃଖ ପ୍ରକାଶ କରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ 

ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :