• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2023: କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ, ଯାତ୍ରା କଲା ବେଳେ ସତର୍କ ରୁହନ୍ତୁ...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ, ଶୁକ୍ରବାର। ଚନ୍ଦ୍ର – ବିଛା ଦିବା ୦୩.୩୩ ଗତେ ଧନୁ ତିଥି- ୭ମୀ  ଦିବା ୦୧.୩୫ ଗତେ ୮ମୀ ଘାତ ଚନ୍ଦ୍ର - ଦିବା ୦୩.୩୩ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୧.୩୫ ପର୍ଯ୍ୟନ୍ତ 

Leo

ସିଂହ

Friday 22 Sep 2023

ମଘା- ଗୁରୁଜନମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକ ପ୍ରେମିକମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ଅନାବଶ୍ୟକ ଖର୍ଚ୍ଚ ଆପଣଙ୍କ ଆର୍ଥିକ ସ୍ଥିତିକୁ ନଷ୍ଟ କରିପାରେ ।
ପୂ- ଫାଲ୍‌ଗୁନୀ- ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି । ରାଜନୀତିରେ ସୁନାମ ଅର୍ଜନ କରିପାରବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।
ଉ- ଫାଲ୍‌ଗୁନୀ- ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତ୍ତିକୁ ଆୟତ୍ତ କରିପାରିବେ। ଜମଜିମା, ମାଲିମକଦ୍ଦମା, ଯୋଗାଯୋଗ, ସାମ୍ବାଦିକତାରେ ପ୍ରତିଷ୍ଠାର୍ଜନ କରିବେ। ଚୟନ ଭୁମିକୁ କ୍ରୟ କରିବେ

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :