• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2023: କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ, ଯାତ୍ରା କଲା ବେଳେ ସତର୍କ ରୁହନ୍ତୁ...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ, ଶୁକ୍ରବାର। ଚନ୍ଦ୍ର – ବିଛା ଦିବା ୦୩.୩୩ ଗତେ ଧନୁ ତିଥି- ୭ମୀ  ଦିବା ୦୧.୩୫ ଗତେ ୮ମୀ ଘାତ ଚନ୍ଦ୍ର - ଦିବା ୦୩.୩୩ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୧.୩୫ ପର୍ଯ୍ୟନ୍ତ 

Virgo

କନ୍ୟା

Friday 22 Sep 2023

ଉ- ଫାଲ୍‌ଗୁନୀ- ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ । ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ ।  
ହସ୍ତା- ଚାକିରି କ୍ଷେତ୍ରରେ କାର୍ଯ୍ୟ କୈାଣସି ଭୁଲ ହୋଇପାରେ । ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। 
ଚିତ୍ରା- ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି। ପୁରୁଣା ଘର ମରାମତି କରିବା ପାଇଁ ମନସ୍ଥ କରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ।

ପ୍ରତିକାର -  ଓଁ ଶ୍ରୀଂ ମହାଲକ୍ଷୈା÷୍ମ ନମଃ ଜପ  କରନ୍ତୁ       

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :