• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2023: କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ, ଯାତ୍ରା କଲା ବେଳେ ସତର୍କ ରୁହନ୍ତୁ...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ, ଶୁକ୍ରବାର। ଚନ୍ଦ୍ର – ବିଛା ଦିବା ୦୩.୩୩ ଗତେ ଧନୁ ତିଥି- ୭ମୀ  ଦିବା ୦୧.୩୫ ଗତେ ୮ମୀ ଘାତ ଚନ୍ଦ୍ର - ଦିବା ୦୩.୩୩ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୧.୩୫ ପର୍ଯ୍ୟନ୍ତ 

Libra

ତୁଳା

Friday 22 Sep 2023

ଚିତ୍ରା- ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବାରେ ସଫଳ ହେବେ 
ସ୍ୱାତୀ- ସାମାଜିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ଅଶାନ୍ତ ରହିବେ। ଅସୁବିଧାରେ ପଡ଼ି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାରେ ଡେରି କରିବ । ପ୍ରତିଯୋଗିତାରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର‌୍ୟ୍ୟ ହେବେ ।
ବିଶାଖା- ଦୀର୍ଘ ଦିନରୁ ଚିନ୍ତା କରିଥିବା ଜମିଜମା କାରବାର ସମ୍ପର୍କିତ କାମଟି ହୋଇଯିବ । ଅସୁବିଧାରେ ପଡିଥିବା ଲୋକକୁ ସାହାର୍ଯ୍ୟ କରି ପ୍ରଶଂସା ପାଇବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ୍ ହେବେ । 

ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :