• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2023: କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ, ଯାତ୍ରା କଲା ବେଳେ ସତର୍କ ରୁହନ୍ତୁ...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ, ଶୁକ୍ରବାର। ଚନ୍ଦ୍ର – ବିଛା ଦିବା ୦୩.୩୩ ଗତେ ଧନୁ ତିଥି- ୭ମୀ  ଦିବା ୦୧.୩୫ ଗତେ ୮ମୀ ଘାତ ଚନ୍ଦ୍ର - ଦିବା ୦୩.୩୩ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୧.୩୫ ପର୍ଯ୍ୟନ୍ତ 

Scorpio

ବିଛା

Friday 22 Sep 2023

ବିଶାଖା- ଜୀବନସାଥୀଙ୍କ ସହ ନୂଆ ସ୍ଥାନକୁ ବୁଲିବାକୁ ଯିବାର ଯୋଜନା କରିପାରନ୍ତି । ଖାଦ୍ୟପେୟ ଓ ଜୀବନ ଶୈଳୀରେ ସାବଧାନତା ରହିଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପ୍ରେମ ସମ୍ବନ୍ଧ ଅଧିକ ଘନିଷ୍ଠତା ହେବ । 
ଅନୁରାଧା- ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାକୁ ଦିଅନ୍ତୁ ନାହିଁ । ସାମ୍ବାଦିକମାନେ ନିଜ କାର୍ଯ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା  କ୍ଷେତ୍ରରେ ସଫଳତା ଅର୍ଜନ କରିବେ । 
ଜ୍ୟୋଷ୍ଠା- ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତା ଓ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ ।  ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କ ଦ୍ୱାରା କେତେକ ସମସ୍ୟାର ସମାଧାନ ହୋଇଯିବ । 

ପ୍ରତିକାର – ଓଁ  ଅଂ ଅଙ୍ଗାରକାୟ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :