• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2024: ଆଜି ଏହି ରାଶିର ବ୍ୟକ୍ତି ସେୟାର ବଜାରରେ ଅର୍ଥ ନିବେଶ କରି ଲାଭବାନ୍ ହେବେ

ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

Taurus

ବୃଷ

Sunday 22 Sep 2024

କୃତିକା- ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ । ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର‌୍ୟ୍ୟ ସହଯୋଗ ପାଇ ଚିନ୍ତା ମୁକ୍ତ ରହିବେ ।

ରୋହିଣୀ- ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି ।

ମୃଗଶିରା- ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ । ମହିଳାମାନେ ସଜବାଜରେ ଦିନ କଟିବେ ।

ପ୍ରତିକାର – ମା’ ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :