• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2024: ଆଜି ଏହି ରାଶିର ବ୍ୟକ୍ତି ସେୟାର ବଜାରରେ ଅର୍ଥ ନିବେଶ କରି ଲାଭବାନ୍ ହେବେ

ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

Aquarius

କୁମ୍ଭ

Sunday 22 Sep 2024

ଧନିଷ୍ଠା- ପରିବାରରେ ଆପଣଙ୍କ ପ୍ରାଧାନ୍ୟ ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଅସହାୟ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ

ଶତଭିଷା-ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଆନୁଷ୍ଠାନିକ କାମହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ ।

ପୂ,ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇପାରନ୍ତି।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :