• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2024: ଆଜି ଏହି ରାଶିର ବ୍ୟକ୍ତି ସେୟାର ବଜାରରେ ଅର୍ଥ ନିବେଶ କରି ଲାଭବାନ୍ ହେବେ

ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

Pisces

ମୀନ

Sunday 22 Sep 2024

ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।

ଉ,ଭାଦ୍ରପଦ- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ

ରେବତୀ- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :