• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2024: ଆଜି ଏହି ରାଶିର ବ୍ୟକ୍ତି ସେୟାର ବଜାରରେ ଅର୍ଥ ନିବେଶ କରି ଲାଭବାନ୍ ହେବେ

ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

Gemini

ମିଥୁନ

Sunday 22 Sep 2024

ମୃଗଶିରା- ବ୍ୟବସାୟରେ ଅଂଶୀଦାରମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ରହିବ ।

ଆଦ୍ରା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀମାନେ ଶତ ଚେଷ୍ଟା କରିଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ ।

ପୁନର୍ବସୁ- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳାମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହ ସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ।

ପ୍ରତିକାର – ବୁଧଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :