• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2024: ଆଜି ଏହି ରାଶିର ବ୍ୟକ୍ତି ସେୟାର ବଜାରରେ ଅର୍ଥ ନିବେଶ କରି ଲାଭବାନ୍ ହେବେ

ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

Leo

ସିଂହ

Sunday 22 Sep 2024

ମଘା- କିଛି ଶୁଭ ଖବର ସଙ୍ଗକୁ ଅର୍ଥଲାଭରୁ ମନ ଖୁସି ହୋଇଯିବ । ଭଲ ସମ୍ପର୍କ ନ ଥିବା ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି । ତରବରିଆ ଯାତ୍ରାରୁ ବିରତ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ ।

ପୂ,ଫାଲଗୁନି- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଜାଗା, ଜମି, ବାହନ ଆଦି କ୍ରୟ କରିବେ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି ।

ଉ,ଫାଲଗୁନି- ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ।

ପ୍ରତିକାର – ମା’ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :