• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2024: ଆଜି ଏହି ରାଶିର ବ୍ୟକ୍ତି ସେୟାର ବଜାରରେ ଅର୍ଥ ନିବେଶ କରି ଲାଭବାନ୍ ହେବେ

ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

Virgo

କନ୍ୟା

Sunday 22 Sep 2024

ଉ,ଫଳଗୁନି- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ ।

ହସ୍ତା- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ।

ଚିତ୍ରା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ପ୍ରତିକାର - ବୁଧଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :