• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2024: ଆଜି ଏହି ରାଶିର ବ୍ୟକ୍ତି ସେୟାର ବଜାରରେ ଅର୍ଥ ନିବେଶ କରି ଲାଭବାନ୍ ହେବେ

ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

Libra

ତୁଳା

Sunday 22 Sep 2024

ଚିତ୍ରା- ଆଶା କରିଥିବା ଖବର ପାଇ ଖୁସି ହୋଇଯିବେ । ପ୍ରେମିକାପ୍ରେମିକମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ । ଭାଇ- ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ ।

ସ୍ୱାତୀ- ଆନୁଷ୍ଠାନିକ କାର‌୍ୟ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ । ସାମାଜିକ ସ୍ତରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି । ପିଲାମାନଙ୍କ ଉଚ୍ଚଶିକ୍ଷା ସକାଶେ ପ୍ରାଧାନ୍ୟ ଦେଇପାରନ୍ତି ।

ବିଶାଖା- ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି । ପଡୋଶୀ ମାନେ ଈର୍ଷାପରାୟଣ ହେଲେ ବି କ୍ଷତିକାରୀ ହେବେ ନାହିଁ । ବାଣିଜ୍ୟ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।

ପ୍ରତିକାର – ମହାଦେବଙ୍କ ଦର୍ଶନ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :