• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2024: ଆଜି ଏହି ରାଶିର ବ୍ୟକ୍ତି ସେୟାର ବଜାରରେ ଅର୍ଥ ନିବେଶ କରି ଲାଭବାନ୍ ହେବେ

ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

Scorpio

ବିଛା

Sunday 22 Sep 2024

ବିଶାଖା- ବ୍ୟବସାୟୀମାନେ ବିଶେଷ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ ।

ଅନୁରାଧା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।

ଜ୍ୟେଷ୍ଠା- ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତମାନର ଆଲୋଚନା କରିବେ ।

ପ୍ରତିକାର – ମା’ ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :