• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd September 2024: ଆଜି ଏହି ରାଶିର ବ୍ୟକ୍ତି ସେୟାର ବଜାରରେ ଅର୍ଥ ନିବେଶ କରି ଲାଭବାନ୍ ହେବେ

ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

Sagittarius

ଧନୁ

Sunday 22 Sep 2024

ମୂଳା- କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୂତି ପ୍ରଦର୍ଶନ କରିବେ । ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସ୍ଥିରତା ଅକ୍ଷୁଣ୍ଣ ରହିବ । ପ୍ରେମିକପ୍ରେମିକାମାନେ ନିଜ ଜୀବନସାଥୀକୁ ନେଇ ଭବିଷ୍ୟତର ସ୍ୱପ୍ନ ଦେଖିବେ ।

ପୂ,ଷାଢା- ଛାତ୍ରଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।

ଉ,ଷାଢା- ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ ।

ପ୍ରତିକାର – ମା’ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :