• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୨ୟା ପ୍ରାତଃ ୦୭.୪୯ ଗତେ ୩ୟା,ଘାତ ଚନ୍ଦ୍ର – ବୃଷ, ସିଂହ ଓ କନ୍ୟା ,ଘାତ ବାର – କର୍କଟ , ମିଥୁନ ପ୍ରାତଃ ୦୭.୪୯ ଗତେ ସିଂହ, ଧନୁ ଓ କୁମ୍ଭ,ପୁଷ୍କର ଦୋଷ – ତିଳକାଞନ ଦାନ ପ୍ରାତଃ ୦୭.୪୯ ଗତେ ୨ପାଦ -କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ରାତ୍ରି ୧୧.୨୫ ଗତେ ୧ପାଦ କୃଷିହାନି-ଭୂମିଦାନ ।

Taurus

ବୃଷ

Saturday 22 Apr 2023

କୃତିକା- ସ୍ୱାସ୍ଥ୍ୟ ପ୍ରାୟତଃ ଠିକ୍ ରହିବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟକର ହୋଇ ପଡିବ । ସନ୍ତାନଙ୍କ ପାଇଁ ଚିନ୍ତିତ ରହିବେ । ପାରିବାରିକ ଜୀବନରେ ସବୁ ପରିସ୍ଥିତିକୁ ସାମ୍ନା କରିବେ ।

ରୋହିଣୀ- ପ୍ରେମିକା ପ୍ରେମିକ ମାନେ ନିକଟସ୍ଥ ସ୍ଥାନକୁ ଭ୍ରମଣ କରିବାକୁ ଯାଇ ଆନନ୍ଦ ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ ।

ମୃଗଶିରା- କୈାଣସି ନୂତନ କାମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟ ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ସ୍ଥଗିତଥିବା କାମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ ।

ପ୍ରତିକାର – ମାଆ କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :