• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୨ୟା ପ୍ରାତଃ ୦୭.୪୯ ଗତେ ୩ୟା,ଘାତ ଚନ୍ଦ୍ର – ବୃଷ, ସିଂହ ଓ କନ୍ୟା ,ଘାତ ବାର – କର୍କଟ , ମିଥୁନ ପ୍ରାତଃ ୦୭.୪୯ ଗତେ ସିଂହ, ଧନୁ ଓ କୁମ୍ଭ,ପୁଷ୍କର ଦୋଷ – ତିଳକାଞନ ଦାନ ପ୍ରାତଃ ୦୭.୪୯ ଗତେ ୨ପାଦ -କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ରାତ୍ରି ୧୧.୨୫ ଗତେ ୧ପାଦ କୃଷିହାନି-ଭୂମିଦାନ ।

Cancer

କର୍କଟ

Saturday 22 Apr 2023

ପୁନର୍ବସୁ- ଆଧାତ୍ମିକ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି । ନୂତନ ବନ୍ଧୁଙ୍କ ଭେଟ ହେବା ଫଳରେ ଅଟକି ଯାଇଥିବା କାମକୁ ସମ୍ପୂର୍ଣ୍ଣ କରିବେ । ପରିବାରରେ ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବ ।

ପୁଷ୍ୟା- ରାସ୍ତା ଘାଟରେ ସତର୍କ ହୋଇ ଚଳିବା ଉଚିତ୍ । ଛାତ୍ରଛାତ୍ରି ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ମା କରିପାରିବେ ନାହିଁ ।

ଅଶ୍ଳେଷା- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହି ହେବେ । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ ।

ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :