• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୨ୟା ପ୍ରାତଃ ୦୭.୪୯ ଗତେ ୩ୟା,ଘାତ ଚନ୍ଦ୍ର – ବୃଷ, ସିଂହ ଓ କନ୍ୟା ,ଘାତ ବାର – କର୍କଟ , ମିଥୁନ ପ୍ରାତଃ ୦୭.୪୯ ଗତେ ସିଂହ, ଧନୁ ଓ କୁମ୍ଭ,ପୁଷ୍କର ଦୋଷ – ତିଳକାଞନ ଦାନ ପ୍ରାତଃ ୦୭.୪୯ ଗତେ ୨ପାଦ -କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ରାତ୍ରି ୧୧.୨୫ ଗତେ ୧ପାଦ କୃଷିହାନି-ଭୂମିଦାନ ।

Libra

ତୁଳା

Saturday 22 Apr 2023

ଚିତ୍ରା – ସ୍ୱାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ । ନୂଆ ଲୋକ ମାନଙ୍କ ଠାରୁ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । କାର୍ଯ୍ୟ କ୍ଷେତ୍ରରେ ଅଗ୍ରଗତି ଲାଗି ଦିନଟି ଉତମ ରହିବ ।

ସ୍ୱାତୀ – ନିଜର ଲୋକପ୍ରିୟତା କାରଣରୁ ଶତ୍ରୁଠାରୁ ମଧ୍ୟ କାମ ହାସଲ କରିନେବେ। ଲେଖକଙ୍କ ଲାଗି ଦିନଟି ଭଲ ରହିବ । କାରବାରରେ ଲାଭ ହେବାର ଯୋଗ ରହିଛି । ରାଜନିତିରେ ଅପମାନ ହୋଇପାରନ୍ତି

ବିଶାଖା – କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ । ମହିଳା ମାନେ କାମରେ ସଫଳତା ଓ ଲାଭ ପାଇବେ । ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ସ୍ଥାପନ କରି ଉପକୃତ ହେବେ।

ପ୍ରତିକାର – ମହାଲକ୍ଷ୍ମୀଙ୍କ ଅଷ୍ଟକ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :