• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୨ୟା ପ୍ରାତଃ ୦୭.୪୯ ଗତେ ୩ୟା,ଘାତ ଚନ୍ଦ୍ର – ବୃଷ, ସିଂହ ଓ କନ୍ୟା ,ଘାତ ବାର – କର୍କଟ , ମିଥୁନ ପ୍ରାତଃ ୦୭.୪୯ ଗତେ ସିଂହ, ଧନୁ ଓ କୁମ୍ଭ,ପୁଷ୍କର ଦୋଷ – ତିଳକାଞନ ଦାନ ପ୍ରାତଃ ୦୭.୪୯ ଗତେ ୨ପାଦ -କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ରାତ୍ରି ୧୧.୨୫ ଗତେ ୧ପାଦ କୃଷିହାନି-ଭୂମିଦାନ ।

Scorpio

ବିଛା

Saturday 22 Apr 2023

ବିଶାଖା- ମହିଳା ଓ ପୁରୁଷ ସହକର୍ମୀ ମାନଙ୍କର ସମର୍ଥନ ଯୋଗୁଁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଫଳ ଲାଭ ପାଇବା ସହ ଆର୍ଥିକ ସ୍ଥିତି ବୃଦ୍ଧି ହେବ ।

ଅନୁରାଧା- ପାରିବାରିକ କ୍ଷେତ୍ରରେ ସ୍ନେହ ସ୍ୱଭାବ ଦେଖାଦେବ । ଶିକ୍ଷାର୍ଥୀଙ୍କ ପଢାରେ ଦେଖାଯାଉଥିବା ପ୍ରତିବନ୍ଧକ ଦୂରେଇ ଯିବ । ନୂଆ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

ଜ୍ୟୋଷ୍ଠା- ରାଜନୀତି ସଙ୍ଗଠନ ସୁଦୃଢ ହେବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ

ପ୍ରତିକାର – ଶ୍ରୀ ହନୁମାନ ଚଳିସା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :