• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd April 2023: ଏହି ରାଶିର ବ୍ୟକ୍ତି ଆଜି ନୂତନ ବାହନ ଆଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର – ବୃଷ ଅହୋରାତ୍ର,ତିଥି – ୨ୟା ପ୍ରାତଃ ୦୭.୪୯ ଗତେ ୩ୟା,ଘାତ ଚନ୍ଦ୍ର – ବୃଷ, ସିଂହ ଓ କନ୍ୟା ,ଘାତ ବାର – କର୍କଟ , ମିଥୁନ ପ୍ରାତଃ ୦୭.୪୯ ଗତେ ସିଂହ, ଧନୁ ଓ କୁମ୍ଭ,ପୁଷ୍କର ଦୋଷ – ତିଳକାଞନ ଦାନ ପ୍ରାତଃ ୦୭.୪୯ ଗତେ ୨ପାଦ -କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ରାତ୍ରି ୧୧.୨୫ ଗତେ ୧ପାଦ କୃଷିହାନି-ଭୂମିଦାନ ।

Capricorn

ମକର

Saturday 22 Apr 2023

ଉ, ଷାଢା- କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୈାଶଳକ୍ରମେ ସମାଧାନ କରିବେ ।

ଶ୍ରବଣା- ପ୍ରେମିକ, ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । କଳକାରଖାନାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ଛାତ୍ରଛାତ୍ରୀ ମାନେ ପଢାରେ ଆଗ୍ରହ ପ୍ରକାଶ କରି ପରୀକ୍ଷାରେ କୃତକାର୍ଯ୍ୟ ହେବେ ।

ଧନିଷ୍ଠା- ଆୟିନ ଅଦାଲତରେ ଜୟଯୁକ୍ତ ହୋଇପାରନ୍ତି । ମହିଳା ମାନେ ଉତମ କାର୍ଯ୍ୟ କରି ପ୍ରଶଂସିତ ହୋଇପାରନ୍ତି । ଋଣ ପରିଶୋଧ କରିବାରେ ସୁଯୋଗ ପାଇବେ ।

ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :