• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22th Feb 2024: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଅନୁଭବ କରିବେ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ । ଇଂରାଜୀରେ ୨୨ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି - ୧୩ଶୀ ଦିବା ୦୧.୨୧ ଗତେ ୧୪ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Thursday 22 Feb 2024

କୃତିକା - ପ୍ରେମରେ ସଫଳତା ଅନୁଭବ କରିବେ । ଅଧିକ ପରିଶ୍ରମ କାରଣରୁ ସ୍ୱାସ୍ଥ୍ୟ ହାନିର ସମ୍ଭାବନା ରହିଛି । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ ।

ରୋହିଣୀ - ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ଘରକୁ ବନ୍ଧୁ ଆସିପାରନ୍ତି । ବିଦ୍ୟାର୍ଥୀଙ୍କ ପଢାପଢିରେ ଅବହେଳା ଘଟିବ । 

ମୃଗଶିରା- କୋର୍ଟରେ ଚାଲିଥିବା କେସ୍ ର ତାରିଖ ଅଜି ସ୍ଥିର ହେବ । ଆପଣଙ୍କୁ ପୁରସ୍କାର ମିଳିବାର ଯୋଗ ରହିଛି । କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ । 

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :