• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22th Feb 2024: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଅନୁଭବ କରିବେ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ । ଇଂରାଜୀରେ ୨୨ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି - ୧୩ଶୀ ଦିବା ୦୧.୨୧ ଗତେ ୧୪ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Thursday 22 Feb 2024

ଧନିଷ୍ଠା - ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ ।
ଶତଭିଷା - ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ ।  ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । ବ୍ୟସ୍ତତା ଭିତରେ ସମୟ ବିତାଇବେ । କୌଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।
ପୂ,ଭାଦ୍ରପଦ - କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :