• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22th Feb 2024: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଅନୁଭବ କରିବେ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ । ଇଂରାଜୀରେ ୨୨ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି - ୧୩ଶୀ ଦିବା ୦୧.୨୧ ଗତେ ୧୪ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Thursday 22 Feb 2024

ପୂ,ଭାଦ୍ରପଦ - ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ । ବ୍ୟବସାୟରେ ଦ୍ୱିଗୁଣ ଲାଭ ପାଇବେ । 
ଉ,ଭାଦ୍ରପଦ - ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । ଅଫିସରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।
ରେବତୀ- ବହୁ ଦିନର ମନସ୍କାମନା ପୂରଣ ହେବ । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ । ଅଜଣା ବ୍ୟକ୍ତିଙ୍କୁ ବିଶ୍ୱାସ କରି ହଇରାଣ ହୋଇପାରନ୍ତି । 
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :