• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22th Feb 2024: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଅନୁଭବ କରିବେ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ । ଇଂରାଜୀରେ ୨୨ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି - ୧୩ଶୀ ଦିବା ୦୧.୨୧ ଗତେ ୧୪ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Thursday 22 Feb 2024

ମୃଗଶିରା - ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି ।

ଆଦ୍ରା - ରାଜନୀତିରେ ମନକାମନା ପୂରଣ ହେବ । ଆଇନ ଛାତ୍ରଛାତ୍ରୀମାନେ ସମୟର ସଦୁପଯୋଗ କରନ୍ତୁ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ । ସୁଯୋଗର ସଦ୍ବ୍ୟବହାର କରି କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ ।

ପୁନର୍ବସୁ - ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହେବେ ଜମି, ଦଲାଲଙ୍କୁ ଯଥେଷ୍ଟ ଲାଭ  ମିଳିବ । ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । ଭାତୃ ସଂପର୍କରେ ଉନ୍ନତି ଘଟିବ ।

ପ୍ରତିକାର – ମାଛ ମାନଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :