• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22th Feb 2024: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଅନୁଭବ କରିବେ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ । ଇଂରାଜୀରେ ୨୨ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି - ୧୩ଶୀ ଦିବା ୦୧.୨୧ ଗତେ ୧୪ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Thursday 22 Feb 2024

ମଘା - ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । ବାପା, ମାଙ୍କ ଆର୍ଶୀବାଦ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାରେ ସାହାଯ୍ୟ କରିବ । କୌଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ । 

ପୂ,ଫାଲଗୁନି - ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ ।

ଉ,ଫାଲଗୁନି - ପ୍ରଭାବଶାଳୀ ବ୍ୟକ୍ତିଙ୍କ ଦ୍ୱାରା ଅଭିଳାଷା ପୂରଣ ହେବ । ଜମିଜମା କିଣିବାର ସୁଯୋଗ ରହିଛି । କୌଣସି ଗୋଟେ ବଡ ପଦବୀ ଯାଇପାରେ ।  

ପ୍ରତିକାର –  ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :