• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22th Feb 2024: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଅନୁଭବ କରିବେ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ । ଇଂରାଜୀରେ ୨୨ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି - ୧୩ଶୀ ଦିବା ୦୧.୨୧ ଗତେ ୧୪ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Thursday 22 Feb 2024

ଚିତ୍ରା - ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଆୟ ଖୁବ୍ ଭଲ ରହିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।
ସ୍ୱାତୀ - ଅଫିସରେ ବାକିକାମ ସବୁକୁ ସଂପୂର୍ଣ୍ଣ କରିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । କୌଣସି କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ ।
ବିଶାଖା - ପେସାଦାର ବ୍ୟବସାୟୀ ମାନଙ୍କ ଠାରୁ ସାବଧାନ୍ ରୁହନ୍ତୁ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ମହିଳା ମାନେ କଠିନ ପରିଶ୍ରମ କରିବେ । କର୍ମ କ୍ଷେତ୍ରରେ
ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । କିଛି ମାତ୍ରାରେ ସ୍ୱାସ୍ଥ୍ୟରେ ଅବନତି ହେବ ।
ପ୍ରତିକାର – ଶୁକ୍ରଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :