• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22th Feb 2024: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଅନୁଭବ କରିବେ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ । ଇଂରାଜୀରେ ୨୨ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି - ୧୩ଶୀ ଦିବା ୦୧.୨୧ ଗତେ ୧୪ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Thursday 22 Feb 2024

ବିଶାଖା - ପାରିବାରିକ ଜୀବନରେ  ଦୁଃଖ-ସୁଖ ଲାଗି ରହିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିବ । 

ଅନୁରାଧା - ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।

ଜ୍ୟେଷ୍ଠା - ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ଧାର ଦେବା ନେବାରେ ନିବୃତ ରୁହନ୍ତୁ । ନିଜ ଜିନିଷ କେଉଁଠି ରଖି ଭୁଲିଯିବେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :