• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22th Feb 2024: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଅନୁଭବ କରିବେ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ । ଇଂରାଜୀରେ ୨୨ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି - ୧୩ଶୀ ଦିବା ୦୧.୨୧ ଗତେ ୧୪ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Thursday 22 Feb 2024

ମୂଳା - ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବା ସହ ଆତ୍ମୀୟମାନଙ୍କ ଅବଦାନକୁ ପାସୋରି ପାରିବେ ନାହିଁ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ ।
ପୂ,ଷାଢା - ଛାତ୍ରଛାତ୍ରୀ ମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ । ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । 
ଉ,ଷାଢା - ସ୍ଥଗିତ ଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯାଇପାରେ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ ।
ପ୍ରତିକାର – ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :