• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22th Feb 2024: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଅନୁଭବ କରିବେ...

ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ । ଇଂରାଜୀରେ ୨୨ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି - ୧୩ଶୀ ଦିବା ୦୧.୨୧ ଗତେ ୧୪ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି

Capricorn

ମକର

Thursday 22 Feb 2024

ଉ,ଷାଢା - ବ୍ୟବସାୟରେ ଲାଭବାନ୍ ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ । ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ ।

ଶ୍ରବଣା - ଛାତ୍ର ଛାତ୍ରୀ ମାନେ କ୍ୟାରିୟର ପାଇଁ ଚିନ୍ତିତ ହେବେ । ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସାର ପାତ୍ର ହେବେ ।  

ଧନିଷ୍ଠା - ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଂ କରି ପାରନ୍ତି । ସମୟ ଆନନ୍ଦ ଦାୟକ ରହିବ ଏବଂ ଚିନ୍ତା ମୁକ୍ତ ରହିବେ । 

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :