Daily Horoscope 22nd June 2025: ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ; ଜାଣନ୍ତୁ ଆପଣଙ୍କ ରାଶିଫଳ...

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ। ଇଂରାଜୀ ୨୨ ତାରିଖ ରବିବାର । ଚନ୍ଦ୍ର- ମେଷ ରାତ୍ରି ୧୧.୦୩ ଗତେ ବୃଷ । ତିଥି - ୧୨ଶୀ ରାତ୍ରି ୦୧.୨୨ ଗତେ ୧୩ଶୀ । ଘାତଚନ୍ଦ୍ର- ମେଷ ରାଶିର , ରାତ୍ରି ୧୧.୦୩ ଗତେ ବିଛା ରାଶିର । ଘାତବାର – ମେଷ ରାଶିର । ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି – ଭୂମି ଓ ଅନ୍ନଦାନ ରାତ୍ରି ୦୧.୨୨ ଗତେ ୧ପାଦ - କୃଷିହାନି-ଭୂମିଦାନ । ସନ୍ଧ୍ୟା ୦୫.୩୮ ଗତେ ୨ପାଦ- କୃଷି ଓ ବଂଶହାନି – ଭୂମି ଓ ତିଳକାଞ୍ଚନ ଦାନ ।

Aries

ମେଷ

Sunday 22 Jun 2025

ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।
ଦ୍ୱିଜା- ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।
କୃତିକା- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା  ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହୋଇ ପାରନ୍ତି ।  ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।

ପ୍ରତିକାର -  ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS