• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଦୂରେଇ ଚାଲିଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ। ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ। ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ।

Taurus

ବୃଷ

Saturday 22 Mar 2025

ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ପିଲାମାନେ ପଢାପଢିରେ ଅବହେଳା କରିପାରନ୍ତି। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ। ମହିଳାମାନେ ସନ୍ତାନଙ୍କ ଚିନ୍ତାରେ ରହିବେ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS