• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଦୂରେଇ ଚାଲିଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ। ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ। ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ।

Aquarius

କୁମ୍ଭ

Saturday 22 Mar 2025

ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS