ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଦୂରେଇ ଚାଲିଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ। ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ। ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ।
ଦୂରସ୍ଥାନକୁ ଯାତ୍ରାକରି ଶାରିରୀକ ଅସୁସ୍ଥତା ଅନୁଭବ କରିବେ । ଅନ୍ୟମାନେ ଆପଣଙ୍କୁ ଭୁଲ୍ ବୁଝିପାରନ୍ତି, କିନ୍ତୁ ଠିକ୍ ସିଦ୍ଧାନ୍ତ ଯୋଗୁ କାର୍ଯ୍ୟ ଉତମ ହେ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ।
ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩