• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଦୂରେଇ ଚାଲିଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ। ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ। ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ।

Gemini

ମିଥୁନ

Saturday 22 Mar 2025

ରୋଗର ପ୍ରକୋପ ବୃଦ୍ଧି ପାଇବ। ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ। ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ପାଖରେ ଆଦୃତ ହେବେ। କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ।

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS