ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଦୂରେଇ ଚାଲିଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ। ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ। ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ।
କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରର ଧୌର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଶତ୍ରୁମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ ।
ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨