ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଦୂରେଇ ଚାଲିଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ। ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ। ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ।
ପାରିବାରିକ କଷ୍ଟ ଦୂର ହୋଇପାରେ। ସ୍ୱାସ୍ଥ୍ୟରେ ସୁଧାର ଆସିବ। କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ତ୍ୱେ ପ୍ରତିକ୍ରିୟା ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଆଶାନୁରୂପ ସଫଳତା ମିଳିବ। ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୂର୍ଣ୍ଣ ରହିବ ।
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୧