• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଦୂରେଇ ଚାଲିଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ। ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ। ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ।

Libra

ତୁଳା

Saturday 22 Mar 2025

ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ। ସ୍ୱାସ୍ଥ୍ୟ ଲାଗି ଖର୍ଚ୍ଚ କରିବେ। ବିଦ୍ୟାର୍ଥୀମାନେ କିଛି ନୂତନ ଶିକ୍ଷା ପାଇଁ ଆଗ୍ରହ ପ୍ରକାଶ କରିବେ । ବ୍ୟବସାୟ, ପରିବହନ କ୍ଷେତ୍ରରେ ଥିବା ଦ୍ୱନ୍ଦ ଦୂର ହେବ । ରାଜନୀତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ ।

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS