ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଦୂରେଇ ଚାଲିଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ। ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ। ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ।
ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ। ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ। ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିପାରେ। ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯