ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଦୂରେଇ ଚାଲିଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ। ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ। ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ।
ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ। ଛାତ୍ରଛାତ୍ରୀମାନେ ପଢାରେ କଷ୍ଟ କରିବେ। କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ। ଅଧିକ ମୂଲ୍ୟ ଦେଇ ଜମି କିଣିବେ। ଶତ୍ରୁଙ୍କର ସଡ ଯନ୍ତ୍ରର ଶିକାର ହୋଇ ପାରନ୍ତି।
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ।
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩