ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ। ଦୂରେଇ ଚାଲିଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ। ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ। ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ। ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ।
ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ। ପୋଲିସ୍ ଓ ଟିକସ କର୍ମଚାରୀ ମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବିଦେଶ ଭ୍ରମଣର ଯୋଗ ରହିଛି । ସଞ୍ଚତ ଅର୍ଥ ବ୍ୟୟ ହୋଇପାରେ । ମହିଳା ମାନେ ସମସ୍ତଙ୍କ ପ୍ରତି ବ୍ୟବହାର ଭଲ ରଖିବେ ।
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮