Daily Horoscope 22nd May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ..
/odishatv-khabar/media/media_files/uploadimage/library/16_9/16_9_0/IMAGE_1715741248-364835.jpg)
ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ବୁଧବାର। ଚନ୍ଦ୍ର- ତୁଳା ରାତ୍ରି ୦୨.୫୫ ଗତେ ବିଛା, ତିଥି- ୧୪ ଶୀ ସନ୍ଧ୍ୟା ୦୬.୪୮ ଗତେ ପୂର୍ଣ୍ଣିମା, ଘାତଚନ୍ଦ୍ର- ନାସ୍ତି, ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ପ୍ରାତଃ ୦୭.୪୬ ଗତେ ୧ ପାଦ- କୁଟୁମ୍ବହାନି- ତିଳକାଞ୍ଚନ ଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
