• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ..

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ବୁଧବାର। ଚନ୍ଦ୍ର- ତୁଳା ରାତ୍ରି ୦୨.୫୫ ଗତେ ବିଛା, ତିଥି- ୧୪ ଶୀ ସନ୍ଧ୍ୟା ୦୬.୪୮ ଗତେ ପୂର୍ଣ୍ଣିମା, ଘାତଚନ୍ଦ୍ର- ନାସ୍ତି, ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ପ୍ରାତଃ ୦୭.୪୬ ଗତେ ୧ ପାଦ- କୁଟୁମ୍ବହାନି- ତିଳକାଞ୍ଚନ ଦାନ

Taurus

ବୃଷ

Wednesday 22 May 2024

କୃତିକା - ହଠାତ୍ କୌଣସି ରୋଗ ଦେଖା ଦେଇପାରେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ। ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ ।

ରୋହିଣୀ – ପିତା ମାତାଙ୍କ ସହିତ ସାମାନ୍ୟ ମନମାଳିନ୍ୟ ଦେଖାଦେଇପାରେ । ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି ,ସେମାନେ ଆଡମିଶନ୍ ପାଇ ପାରିବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ମୃଗଶିରା – ଗୁପ୍ତ ଶତୃ ପରାଜିତ ହୋଇପାରନ୍ତି । ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳା ମାନେ ସହନଶୀଳତା ଦେଖାଇବେ ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :