• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ..

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ବୁଧବାର। ଚନ୍ଦ୍ର- ତୁଳା ରାତ୍ରି ୦୨.୫୫ ଗତେ ବିଛା, ତିଥି- ୧୪ ଶୀ ସନ୍ଧ୍ୟା ୦୬.୪୮ ଗତେ ପୂର୍ଣ୍ଣିମା, ଘାତଚନ୍ଦ୍ର- ନାସ୍ତି, ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ପ୍ରାତଃ ୦୭.୪୬ ଗତେ ୧ ପାଦ- କୁଟୁମ୍ବହାନି- ତିଳକାଞ୍ଚନ ଦାନ

Aquarius

କୁମ୍ଭ

Wednesday 22 May 2024

ଧନିଷ୍ଠା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ । କରିବେ କର୍ମକ୍ଷେତ୍ରରେ ସବୁ କାର୍ଯ୍ୟକୁ ନିଜ ହାତକୁ ନେଇ ଶେଷ କରିବେ ।

ଶତଭିଷା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ର ଛତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ । ପ୍ରେମ ସମ୍ପର୍କ ମଜବୁତ ରହିବ ।

ପୂ, ଭାଦ୍ରପଦ- କୋର୍ଟରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ ।

ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :