• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ..

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ବୁଧବାର। ଚନ୍ଦ୍ର- ତୁଳା ରାତ୍ରି ୦୨.୫୫ ଗତେ ବିଛା, ତିଥି- ୧୪ ଶୀ ସନ୍ଧ୍ୟା ୦୬.୪୮ ଗତେ ପୂର୍ଣ୍ଣିମା, ଘାତଚନ୍ଦ୍ର- ନାସ୍ତି, ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ପ୍ରାତଃ ୦୭.୪୬ ଗତେ ୧ ପାଦ- କୁଟୁମ୍ବହାନି- ତିଳକାଞ୍ଚନ ଦାନ

Pisces

ମୀନ

Wednesday 22 May 2024

ପୂ , ଭାଦ୍ରପଦ - ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଦାମ୍ପତ୍ୟ ଜୀବନରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ ।

ଉ , ଭଦ୍ରପଦ - ସମ୍ପର୍କୀୟ ମାନଙ୍କର ସାହାର୍ଯ୍ୟ ପାଇବା କାରଣରୁ ଆର୍ଥିକ ଉନ୍ନତି ପାଇପାରିବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ବଜାୟ ରହିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ ।

ରେବତୀ – ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମହିଳା ମାନେ ଟିକେ ମାନସିକ ଚାପରେ ରହିବେ ।

ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :