• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ..

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ବୁଧବାର। ଚନ୍ଦ୍ର- ତୁଳା ରାତ୍ରି ୦୨.୫୫ ଗତେ ବିଛା, ତିଥି- ୧୪ ଶୀ ସନ୍ଧ୍ୟା ୦୬.୪୮ ଗତେ ପୂର୍ଣ୍ଣିମା, ଘାତଚନ୍ଦ୍ର- ନାସ୍ତି, ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ପ୍ରାତଃ ୦୭.୪୬ ଗତେ ୧ ପାଦ- କୁଟୁମ୍ବହାନି- ତିଳକାଞ୍ଚନ ଦାନ

Gemini

ମିଥୁନ

Wednesday 22 May 2024

ମୃଗଶିରା- ଗାଡି ସତର୍କତାର ସହିତ ଚଳାଇବାକୁ ପଡିବ । ପାରିବାରିକରେ କୌଣସି ଏକ ଖୁସି ଖବର ଶୁଣିବେ । ବିଦେଶୀ ସମ୍ବନ୍ଧୀୟ ବ୍ୟବସାୟ ଅଭିବୃଦ୍ଧି ପାଇଁ ସୁଯୋଗ ରହିବ ।

ଆଦ୍ରା- କର୍ମ କ୍ଷେତ୍ରରେ ଖର୍ଚ୍ଚାନ୍ତ କାରଣରୁ ଆର୍ଥିକ ଚାପ ଦେଖାଦେଇ ପାରେ । ଜୀବନ ସାଥୀଙ୍କ ମଙ୍ଗଳ ଓ ତାଙ୍କର ଭାବନାକୁ ବିଚାର କରି କାର‌୍ୟ୍ୟ କରିବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।

ପୁନର୍ବସୁ- କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ସରକାରୀ କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି ।

ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :