• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ..

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ବୁଧବାର। ଚନ୍ଦ୍ର- ତୁଳା ରାତ୍ରି ୦୨.୫୫ ଗତେ ବିଛା, ତିଥି- ୧୪ ଶୀ ସନ୍ଧ୍ୟା ୦୬.୪୮ ଗତେ ପୂର୍ଣ୍ଣିମା, ଘାତଚନ୍ଦ୍ର- ନାସ୍ତି, ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ପ୍ରାତଃ ୦୭.୪୬ ଗତେ ୧ ପାଦ- କୁଟୁମ୍ବହାନି- ତିଳକାଞ୍ଚନ ଦାନ

Cancer

କର୍କଟ

Wednesday 22 May 2024

ପୁନର୍ବସୁ – ରୋଗରେ ସାମାନ୍ୟ କଷ୍ଟ ପାଇ ପାରନ୍ତି । ଯୋଗାଯୋଗ ଅଭାବ ହେତୁ ସମ୍ପର୍କୀୟଙ୍କ ମଧ୍ୟରେ ଦୂରତା ରହିପାରେ । ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ ।

ପୁଷ୍ୟା – ଆପଣ କେତେକ ନୂତନ ଦ୍ରବ୍ୟ କ୍ରୟ କରି ପାରନ୍ତି । ପ୍ରେମିକ ପ୍ରେମିକା ମାନଙ୍କ ପାଇଁ ସୁଖକର ହେବ । ଅଫିସ୍‌ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ ।

ଅଶ୍ଳେଷା – ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ । ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ । ମହିଳା ମାନେ ଗୃହୋପକରଣ କ୍ରୟ କରିବେ ।

ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :