• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ..

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ବୁଧବାର। ଚନ୍ଦ୍ର- ତୁଳା ରାତ୍ରି ୦୨.୫୫ ଗତେ ବିଛା, ତିଥି- ୧୪ ଶୀ ସନ୍ଧ୍ୟା ୦୬.୪୮ ଗତେ ପୂର୍ଣ୍ଣିମା, ଘାତଚନ୍ଦ୍ର- ନାସ୍ତି, ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ପ୍ରାତଃ ୦୭.୪୬ ଗତେ ୧ ପାଦ- କୁଟୁମ୍ବହାନି- ତିଳକାଞ୍ଚନ ଦାନ

Virgo

କନ୍ୟା

Wednesday 22 May 2024

ଉ , ଫାଲଗୁନୀ – ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ ।

ହସ୍ତା – ବ୍ୟବସାୟୀ ମାନେ ବିନା ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଚାକିରି କ୍ଷେତ୍ରରେ ପଦୋନ୍ନତି ହୋଇପାରେ ।

ଚିତ୍ରା – ଛାତ୍ରଛାତ୍ରି ମାନେ ଆଶାଜନକ ଫଳ ପାଇ ପାରିବେ ନାହିଁ । ଶତୃମାନେ ମିତ୍ରପରି ବ୍ୟବହାର କରିବେ । ମହିଳା ମାନେ ଆଧାର୍ମିକ ଦିଗରେ ମନ ଦେବେ । ପଇସାପତ୍ର ଅଭାବକୁ ନେଇ ସାମାନ୍ୟ ସମାସ୍ୟା ଦେଖାଦେଇପାରେ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :