• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2024: ଏହି ରାଶିର ବ୍ୟକ୍ତିଙ୍କର ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ..

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ବୁଧବାର। ଚନ୍ଦ୍ର- ତୁଳା ରାତ୍ରି ୦୨.୫୫ ଗତେ ବିଛା, ତିଥି- ୧୪ ଶୀ ସନ୍ଧ୍ୟା ୦୬.୪୮ ଗତେ ପୂର୍ଣ୍ଣିମା, ଘାତଚନ୍ଦ୍ର- ନାସ୍ତି, ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ପ୍ରାତଃ ୦୭.୪୬ ଗତେ ୧ ପାଦ- କୁଟୁମ୍ବହାନି- ତିଳକାଞ୍ଚନ ଦାନ

Libra

ତୁଳା

Wednesday 22 May 2024

ଚିତ୍ରା- ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ । ସାମୟିକ ଭାବରେ ଶଯ୍ୟାସାୟୀ ହୋଇ ପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ।

ସ୍ୱାତୀ- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ।

ବିଶାଖା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୌଣସି କାରଣରୁ ମନ ଭଲ ରହିବ ନାହିଁ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :